ଛତ୍ରପୁର ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା ସାନିଟାଇଜେଶନ ମେଶିନ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସମ୍ପୂର୍ଣ୍ଣ ଅଟୋମେଟିକ୍‌ ସାନିଟାଇଜେଶନ ମେଶିନ ସ୍ଥାପନ ହୋଇଛି। ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏହି ମେଶିନ ହସ୍ପିଟାଲକୁ ଦିଆଯାଇଛି। ବୁଧବାର ଏହା କାର୍ଯ୍ୟକ୍ଷମ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ଲକ ଅଧ୍ୟକ୍ଷ ଏମ୍‌ ଧନଞ୍ଜୟ ରେଡ୍ଡୀ, ସୁପରିଟେଣ୍ଡେଣ୍ଟ କେ ପାତ୍ର, କ୍ଲବର ନିରଞ୍ଜନ ପାତ୍ର, ପ୍ରସନ୍ନ ପତି, ପ୍ରଫୁଲ୍ଲ ପଟ୍ଟନାୟକ, କେ. ବାସୁଦେବ ରାଓ, ସୁରଜିତ ସାମନ୍ତରାୟ, ରେଖା ମହାନ୍ତି, ପି.ଚନ୍ଦ୍ରଶେଖର, ଭି. ତ୍ରିନାଥ ରାଓ, ବିଘ୍ନେଶ୍ୱର ରଥ, ଧୀରେନ୍ଦ୍ର ନାଥ ପଣ୍ଡା, କୀର୍ତ୍ତିରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri