ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଭୁବନେଶ୍ୱର ଆଇଆଇଟି ପରିସରରେ ମଙ୍ଗଳବାର ଛାତରୁ ପଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମହାରାଷ୍ଟ୍ରର ଚିରାଗ ଜୈନ୍। ଚିରାଗଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଭୁବନେଶ୍ୱର ଆଇଆଇଟି ପରିସରରେ ମଙ୍ଗଳବାର ଛାତରୁ ପଡ଼ି ଜଣେ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ ମହାରାଷ୍ଟ୍ରର ଚିରାଗ ଜୈନ୍। ଚିରାଗଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...
ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ...
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...
ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...
