ଛାତରୁ ପଡ଼ି ରୋଷେୟା ମୃତ: ପୋଲିସର ତଦନ୍ତ ଆରମ୍ଭ

କଟକ ରୋଡ଼, ୫।୭(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ରହୁଥିବା ଜଣେ ରୋଷେୟାଙ୍କର ଗୁରୁବାର ବିଳମ୍ବିତ ରାତିରେ ଛାତରୁ ପଡ଼ିଯିବାରୁ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲା ନରସିଂହପୁର ଅଞ୍ଚଳର ସଞ୍ଜୟ ନାୟକ(୨୩)।
ପ୍ରକାଶ ଯେ, ନରସିଂହ ବମିଖାଲ ଅଞ୍ଚଳର ଏକ ଫାଷ୍ଟଫୁଡ୍‌ ଦୋକାନରେ ରୋଷେୟା ଭାବେ କାମ କରୁଥିଲେ। ଗୁରୁବାର ବିଳମ୍ବିତ ରାତିରେ ସେ ବମିଖାଲରେ ରହୁଥିବା ଘର ଛାତ ଉପରେ ଅନ୍ୟ ଜଣେ ବନ୍ଧୁଙ୍କ ସହ ବସିଥିଲେ। ତେବେ ଅସାବଧାନତା ଯୋଗେ ତଳକୁ ପଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri