ଛାତ୍ରଙ୍କୁ ମାଡ଼ମାରି ରାସ୍ତାରେ ଆଣ୍ଠେଇ ଆଣ୍ଠେଇ ଚଲାଇବା ଘଟଣା : ୨ ଅଭିଯୁକ୍ତ ଗିରଫ

ଖଲିକୋଟ,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟସ୍ଥିତ ରାମଚନ୍ଦ୍ର ବିଜ୍ଞାନ ମହାବିଦ୍ୟାଳୟ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ର ପ୍ରମୋଦ କୁମାର ଶବରଙ୍କୁ ବୁଧବାର ଅପରାହ୍ନରେ ଖଲିକୋଟ ବଜାର ମଝିରେ ମାଡ଼ ମାରିବା ସହ କାନଧରି ଆଣ୍ଠେଇ ଆଣ୍ଠେଇ ଚଲାଇଥିଲେ। ଏହି ଘଟଣାର ଭିଡିଓ ଭାଇରାଲ ହୋଇଥିଲା। ଏନେଇ ପ୍ରମୋଦଙ୍କ ବାପା କବିଚନ୍ଦ୍ର ଶବର ତାଙ୍କ ନିଜ ଗ୍ରାମ ବାଦପଲି ପଞ୍ଚାୟତ ମରେଇ ନୂଆଗାଁର ଶତାଧିକ ଗ୍ରାମବାସୀ ଗୁରୁବାର ଖଲିକୋଟ ଥାନାକୁ ଆସି ତୀବ୍ର ପ୍ରତିବାଦ କରିଥିଲେ। ଏହି ଘଟଣାରେ ଖଲିକୋଟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ, ଏସ୍‌ଆଇ ସିଲୁ ଧଳ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରମୋଦ କିଛିଦିନ ତଳେ ଜଣେ ଛାତ୍ରୀଙ୍କୁ କମେଣ୍ଟ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏଥିରେ ଛାତ୍ରୀଙ୍କ ପରିବାର ଲୋକେ ଆସି ପ୍ରମୋଦଙ୍କୁ ଡାକି ନେଇ ମାଡ଼ ମାରିଥିବା ଏତଲାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri