ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଶିକ୍ଷୟିତ୍ରୀ ନିଲମ୍ବିତ

ବସ୍ତା ୧୧।୭,(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମୁଳିଦା ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରାଙ୍କୁ ନିଲମ୍ବନ କରାଯାଇଛି।
ସୋମବାର ଦ୍ବିତୀୟ ଶ୍ରେଣୀ ଛାତ୍ର ବିଷ୍ଣୁ କୁମାର ଜେନା ରବର ଆଣି ନ ଥିବାରୁ ସଂଘମିତ୍ରା ତାଙ୍କୁ ମାଡ଼ ମାରିଥିଲେ। ଏ ନେଇ ଅଭିଯୋଗ ହେବାପରେ ଗୁରୁବାର ବିଇଓ ପ୍ରାଚୀତନୟା ଗିରି ତାଙ୍କୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରା ପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରା ପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri