ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ: ଜେଲଗଲେ ୨ ଯୁବକ

ଆସିକା,୨୧ା୧୧(ଡି.ଏନ.ଏ.)- ଆସିକା ଥାନା ଇଲାକାରେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ ପାତ୍ର ଓ ଦେବାଷିଶ ମହାନ୍ତି। ଉଭୟେ ଜଣେ କଲେଜ ଛାତ୍ରୀଙ୍କୁ ରାସ୍ତାରେ ପିଛା କରି ଅଶ୍ଳୀଳ ଇଙ୍ଗିତ ଦେଉଥିଲେ। ଏପରିକି ସେମାନେ ଛାତ୍ରୀଙ୍କୁ ଟଣାଓଟରା କରିବା ସହ ଧମକ ଦେଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଏହାକୁ ଭିତ୍ତିକରି ପୋଲିସ ନଂ.୪୪୦/୧୯ରେ ଏକ ମାମଲା ରୁଜୁ କରିଥିଲା। ବୁଧବାର ଅଭିଯୁକ୍ତଦ୍ୱୟଙ୍କୁ ବ୍ରହ୍ମପୁରସ୍ଥିତ ପୋକ୍‌ସୋ କୋର୍ଟକୁ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?