ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଅଟକ

ପଦ୍ମପୁର,୯।୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହ ପୋଲିସ ଜନୈକା ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଜଣକୁ ଅଟକ ରଖିଛି। ଅଭିଯୋଗ ଅନୁଯାୟୀ, ଶୁକ୍ରବାର ସକାଳେ ଛାତ୍ରୀ ଜଣକ ସ୍ଥାନୀୟ ବିଦ୍ୟାଳୟକୁ ଯାଉଥିଲେ। ବର୍ଷା ହେବାରୁ ରାସ୍ତାପାର୍ଶ୍ୱରେ ଥିବା ଏକ ଅର୍ଦ୍ଧନିର୍ମିତ ଘରେ ଆଶ୍ରୟ ନେଇଥିଲେ। ଏହି ସମୟରେ ଅଭିଯୁକ୍ତ ଜଣକ ଛାତ୍ରୀଙ୍କୁ ବିଲ ମଧ୍ୟକୁ ଟେକି ନେଇ ଅସଦାଚରଣ କରିଥିଲେ। ସେ ଜୋରରେ ପାଟି କରିବାରୁ ଅଭିଯୁକ୍ତ ସ୍ଥାନ ଛାଡ଼ି ଚାଲିଯାଇଥିଲେ। ଛାତ୍ରୀ ଜଣକ ଘରକୁ ଫେରି ଘଟଣା ସମ୍ପର୍କରେ ଜଣାଇବାରୁ ତାଙ୍କ ମା’ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ କେସ୍‌ ନଂ. ୧୬/୨୦ରେ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛି। ଅଭିଯୁକ୍ତଙ୍କ ଡାକ୍ତରୀ ପରୀକ୍ଷା ପରେ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ନିରୋଜ କୁମାର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?