ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଅଟକ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଛାତ୍ରୀଙ୍କ ପରିବାର ପକ୍ଷରୁ ଶୁକ୍ରବାର ଠାକୁରଗଡ ଥାନାରେ ଏ ନେଇ ଲିଖିତ ଅଭିଯୋଗ କରାଯାଇଛି। ପୋଲିସ ଥାନା ଅଞ୍ଚଳର ସମ୍ପୃକ୍ତ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଥାନା ଆଇଆଇସି ଗବାକ୍ଷ ନାୟକଙ୍କ ସୂତ୍ରରୁ ପ୍ରକାଶ, ଛାତ୍ରୀଙ୍କୁ ଶିକ୍ଷକ ଜଣକ ଟିଉସନ କରୁଥିବାବେଳେ ବାରମ୍ବାର ତାଙ୍କୁ ଅସଦାଚରଣ କରୁଥିବା ପରିବାର ଲୋକ ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri