ଛାତ୍ରୀଙ୍କୁ ଦୁର୍ବ୍ୟବହାର, ଅଧ୍ୟାପକ ଅଟକ

ରାସଗୋବିନ୍ଦପୁର,୧୪ା୯(ଡି.ଏନ.ଏ) – ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜନୈକା ଆଦିବାସୀ ଛାତ୍ରୀଙ୍କୁ ସେହି କଲେଜର ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିବା ଥାନାରେ ଅଭିଯୋଗ ହୋଇଛି। ଏଥିନେଇ ପୋଲିସ ଏକ ମାମଲା(ନଂ.୯୫/୧୯)ରୁଜୁ କରି ଶୁକ୍ରବାର ସମ୍ପୃକ୍ତ ଅଧ୍ୟାପକଙ୍କୁ ଥାନାରେ ଅଟକ ରଖିଛି। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର କଲେଜ କ୍ଲାସରୁମରେ ଅଧ୍ୟାପକ ଜଣକ ଉକ୍ତ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ବିଷୟରେ ଛାତ୍ରୀ ଜଣକ ପରିବାର ଲୋକଙ୍କୁ କହିଥିଲେ। ପରିବାର ଲୋକେ ଶୁକ୍ରବାର କଲେଜ ଅଧ୍ୟକ୍ଷଙ୍କୁ ଭେଟି ଘଟଣା ବାବଦରେକ ଅବଗତ କରାଇଥିଲେ। କଲେଜ ଅଧ୍ୟକ୍ଷ ସମ୍ପୃକ୍ତ ଅଧ୍ୟାପକଙ୍କୁ ଡାକି ତାଗିଦ କରିଥିଲେ। ଏହାପରେ ଅଧ୍ୟାପକ ଜଣକ କଲେଜର ଏକ କୋଠରି ମଧ୍ୟକୁ ଯାଇ ଭିତରପଟୁ କବାଟବନ୍ଦ କରି ଦେଇଥିଲେ। ଦୀର୍ଘ ସମୟ ଧରି ସେ କବାଟ ନ ଖୋଲିବାରୁ କଲେଜ ଅଧ୍ୟକ୍ଷ ରାସଗୋବିନ୍ଦପୁର ଥାନା ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ସମ୍ପୃକ୍ତ ଅଧ୍ୟାପକଙ୍କୁ ଉଦ୍ଧାର କରିଥିଲା। ଛାତ୍ରୀଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri