ବାଲେଶ୍ୱର ଅଫିସ, ୧୦ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିର ସୁବର୍ଣ୍ଣପୁର ଗଁ। ପାଖରେ ଥିବା ସମୁଦ୍ରକୂଳକୁ ଯାଇଥିବା ୨ଜଣ କଲେଜ ଛାତ୍ରୀ ଓ ଛାତ୍ରଙ୍କୁ ଦୁର୍ବୃତ୍ତମାନେ ସେମାନଙ୍କ ସହ ଅସଦାଚରଣ କରିବା ସହ ଅଶ୍ଳୀଳ ଭିଡିଓ ଭାଇରାଲ କରିଥିବା ଥାନାରେ ଅଭିଯୋଗ ହୋଇଛି। ମା’ ମହାମାୟା ଏସ୍ଏଚଜି ମହିଳାମାନେ ଅଭିଯୋଗ କରିବା ସହ ଦୁର୍ବୃତ୍ତମାନଙ୍କୁ ଗିରଫ ଦାବି କରିଛନ୍ତି। ଏ ସମ୍ପର୍କରେ ଜଳେଶ୍ୱର ଏସ୍ଡିପିଓ ସୁଦର୍ଶନ ଦାସଙ୍କୁ ପଚରାଯିବାରୁ ଏସ୍ଏଚ୍ଜି ମହିଳାଙ୍କ ଦ୍ୱାରା ଅଭିଯୋଗ ହସ୍ତଗତ ହୋଇଛି। କିନ୍ତୁ ଅସଦାଚରଣ ଶିକାର ହୋଇଥିବା ଛାତ୍ରୀଛାତ୍ର କୌଣସି ଅଭିଯୋଗ କରିନାହାନ୍ତି। ଏନେଇ ତଦନ୍ତ ଜାରି ରହିଛି।
ଛାତ୍ରୀଛାତ୍ରଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ ଅଭିଯୋଗ : ଦୁର୍ବୃତ୍ତଙ୍କ ଗିରଫ ଦାବି କଲେ ଏସ୍ଏଚ୍ଜି ମହିଳା
ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ
ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…
ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…
ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…
ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…
ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…
ବ୍ରିଜ୍ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍, ଭିତରେ ଥିଲେ ଡ୍ରାଇଭର-ହେଲ୍ପର
ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍ ସମୟରେ ଏକ…
ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…
ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…
ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…
ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…
ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ
ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…
ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା
ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…
Archives

