Posted inଜାତୀୟ

ଛାତ୍ରୀଛାତ୍ରଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୨୩।୬: ଆସନ୍ତା ବର୍ଷଠାରୁ ସିବିଏସ୍‌ସି ପିଲାଙ୍କଠାରୁ ଯେଉଁ ସ୍କୁଲ ଫି ନେଉଛି ତାକୁ ସରକାର ବହନ କରିବେ ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଶନିବାର ଦ୍ୱାଦଶ ଶ୍ରେଣୀରେ ଭଲ ପ୍ରଦର୍ଶନ କରିଥିବା ପିଲାମାନଙ୍କୁ ପୁରସ୍କୃତ କରିବା ସମୟରେ ସେ ଏହି ଘୋଷଣା କରିଛନ୍ତି। ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି, ଉଚ୍ଚ ଶିକ୍ଷା ସବୁ ପିଲାଙ୍କର ଅଧିକାର। ତେଣୁ ସରାକାର ଏମାନଙ୍କୁ ସହାୟତା ଯୋଗାଇ ଦେବେ। ଏହାସହ ଖୁବ୍‌ଶୀଘ୍ର ନିଟ୍‌ ଓ ଜେଇଇ ଛାତ୍ରୀଛାତ୍ରଙ୍କ ପାଇଁ ସରକାର କୋଚିଂ ବ୍ୟବସ୍ଥା ମଧ୍ୟ ଆରମ୍ଭ କରିବାକୁ ଯାଉଥିବା ପ୍ରକାଶ କରିଛନ୍ତି ସିସୋଦିଆ। ଏହାପରେ ୮୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ପିଲାମାନଙ୍କର ସ୍କଲାରସିପ୍‌ ବୃଦ୍ଧି କରାଯିବା ସହ ପରିବାର ଆୟର ନିୟମକୁ ମଧ୍ୟ ଉଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri