ଛାତ୍ରୀନିବାସରୁ ଫ୍ୟାନ୍‌ ଚୋରି, ୬ ଗିରଫ

ପାଟଣା,୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ମୁଖ୍ୟାଳୟ ସ୍ଥିତ କୁନ୍ତଳା କୁମାରୀ ଆଦିବାସୀ ବାଳିକା ହଷ୍ଟେଲରୁ ଜୁନ୍‌ ୨ ତାରିଖ ରାତିରେ ୧୦ଟି ଫ୍ୟାନ୍‌ ଚୋରି ହୋଇଥିବାର ମାଟ୍ରନ ଫୁଲମଣି ମହାନ୍ତ ପାଟଣା ଥାନାରେ ଅଭିଯୋଗ କରିଥିଲେ। କରୋନା ପାଇଁ ଲକ୍‌ଡାଉନ ଥିବାରୁ ଛାତ୍ରୀ ଓ କର୍ମଚାରୀମାନେ ଘରକୁ ଚାଲି ଯାଇଥିବାର ସୁଯୋଗରେ ୧୦ଟି କାନ୍ଥ ଫ୍ୟାନ୍‌କୁ ଦୁର୍ବୃତ୍ତ ଚୋରି କରି ନେଇଥିଲେ। ଅଭିଯୋଗକୁ ଭିତ୍ତିକରି ପାଟଣା ପୋଲିସ ଏ ନେଇ ଏକ ମାମଲା (ନଂ.୮୫/୨୦) ରୁଜୁ କରି ମଙ୍ଗଳବାର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ସାହାରପଡା ପଞ୍ଚାୟତ ଗୋରାଣ୍ଡି ଯୋଡି ଗ୍ରାମର ପିଣ୍ଟୁ ବେହେରା, କୁନା ବେହରା, ଜଗନ୍ନାଥ ବେହେରା, ରାଜା ବେହେରା, ସନ୍ତୋଷ ବେହେରା ଓ ମନୋଜ ବେହେରା।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri