କପ୍ତିପଦା,୭ା୧୨(ଡି.ଏନ୍.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶାଳଚୁଆ ଉଚ୍ଚବିଦ୍ୟାଳୟର ୯ ଅନ୍ତେବାସିନୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁବାର ଏହି ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କୁ ଶାଳଚୁଆ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଥିଲେ। ତେବେ ଝାଡ଼ା ନ କମିବାରୁ ଶୁକ୍ରବାର କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଡାକ୍ତରୀ ଟିମ୍ ବିଦ୍ୟାଳୟକୁ ଯାଇ ଅସୁସ୍ଥ ଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ପରେ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦୂଷିତ ଖାଦ୍ୟ କିମ୍ବା ପାଣି ଯୋଗୁ ଛାତ୍ରୀମାନେ ଝାଡ଼ାରେ ଆକ୍ରାନ୍ତ ହୋଇ ପଡ଼ିଥିବା ଚିକିତ୍ସା କରୁଥିବା କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଦିପ୍ତୀ ଶେଖର ଧଡ଼ା କହିଛନ୍ତି।
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,
ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…
ଘରର ଲାଇନ୍ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…
ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…
କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ
ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…
ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ
ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…
ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫
ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…
ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ
ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…
Archives

