ଛାତ୍ର ସଂସଦ ନିର୍ବାଚନ ବାତିଲକୁ ବିରୋଧ: କମାପାଲିଠାରେ ଏଆଇଡିଏସ୍‌ଓର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୩।୮- ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା କରାଯାଇଛି। ଏହାକୁ ଏଆଇଡିଏସ୍‌ଓ ତରଫରୁ ବିରୋଧ କରାଯାଇଛି। ସଂଗଠନ ପକ୍ଷରୁ ଶୁକ୍ରବାର ସ୍ଥାନୀୟ କମାପଲିଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ନିର୍ବାଚନ ବେଳେ ଯଦି ହିଂସା ଦେଖାଦେଉଛି, ତେବେ ଉଚ୍ଚ ଶିକ୍ଷା ବିଭାଗ ଉପଯୁକ୍ତ ଗଣତାନ୍ତ୍ରିକ ପରିବେଶ ସୃଷ୍ଟି କରିବା କଥା। ଏହା ନ କରି ନିର୍ବାଚନ ବନ୍ଦ କରିଦେବା ନିନ୍ଦନୀୟ। ନିର୍ବାଚନ ବଦଳରେ ଚୟନ ଜରିଆରେ ଛାତ୍ର ସଂସଦ ଗଠନ ହେଲେ, ସେଥିରେ ଶାସକ ଦଳ ସମର୍ଥିତ ପ୍ରାର୍ଥୀମାନେ ହିଁ ସୁଯୋଗ ପାଇବେ। ଏହା ଗଣତନ୍ତ୍ରର ହତ୍ୟା। କ୍ୟାମ୍ପସର ବିଭିନ୍ନ ସମସ୍ୟାର ସମାଧାନ କରିବାରେ ନିର୍ବାଚିତ ଛାତ୍ର ସଂସଦ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ନିର୍ବାଚନ ନ ହେଲେ କଲେଜ କର୍ତ୍ତୃପକ୍ଷ ନିଜ ଇଚ୍ଛା ମୁତାବକ କ୍ୟାମ୍ପସ ଚଳାଇବେ। ଛାତ୍ରୀଛାତ୍ରଙ୍କ ମୂଳ ସମସ୍ୟା ଦୂର ହୋଇପାରିବନି। ଉଚ୍ଚ ଶିକ୍ଷା ବିଭାଗ ତାଙ୍କ ନିଷ୍ପତ୍ତିର ପୁନର୍ବିଚାର କରା ନ ଗଲେ ଆଗାମୀ ଦିନରେ ବଡ଼ ଆନ୍ଦୋଳନ କରାଯିବ ବୋଲି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି। ସଂଗଠନର ଗଂଜାମ ଜିଲ୍ଲାର ସଭାପତି ଶିବାନୀ ଶଙ୍କର ମିଶ୍ର, ସମ୍ପାଦକ ନିମାଇଁ ଚରଣ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ...

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ...

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ...

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ...

ଆମ୍ବକୁ ବିପଦ ରେଡ୍‌ବ୍ୟାଣ୍ଡ୍‌ ପୋକ

ଢେଙ୍କାନାଳ,୧୯ା୩(ରତନ ନାୟାର):ଆମ୍ବ ଚାଷରେ ଢେଙ୍କାନାଳ ଜିଲା ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଜିଲାର ଜଳବାୟୁ ଫଳଚାଷ ପାଇଁ ଉପଯୁକ୍ତ ହୋଇଥିବାରୁ ପ୍ରତିବର୍ଷ ପ୍ରାୟ ୪୦ରୁ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri