ଛୁଟିରେ ଆର୍‌ଆଇ: ହୋଇପାରୁନି କ୍ଷୟକ୍ଷତି ଆକଳନ

ଅନୁଗୋଳ ଅଫିସ, ୫।୬- କାଳବୈଶାଖୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିଲେ ବି ଏଯାଏ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ ନାହିଁ କି ସହାୟତା ଯୋଗାଇ ଦିଆଯାଇ ନାହିଁ। ଅନୁଗୋଳ ବ୍ଲକ ବାରସିଂହା ଗାଁର କବିନ୍ଦ୍ର ଦାସଙ୍କ ପରିବାର ପକ୍ଷରୁ ପ୍ରଶାସନ ନିକଟରେ ଏପରି ଅଭିଯୋଗ କରାଯାଇଛି।
ସମ୍ପୃକ୍ତ ପରିବାର ଦର୍ଶାଇଛନ୍ତି ଯେ, କାଳବୈଶାଖୀରେ ତାଙ୍କ ଘରର ଆଜବେଷ୍ଟସ ଛପର ଉଡ଼ିଯାଇଛି। ଫଳରେ ପରିବାରର ସମସ୍ତ ସଦସ୍ୟ ଖୋଲା ଆକାଶ ତଳେ ରହୁଛନ୍ତି। କିନ୍ତୁ ପ୍ରଶାସନ ପକ୍ଷରୁ ତାଙ୍କର କ୍ଷୟକ୍ଷତି ଏଯାଏ ଆକଳନ କରାଯାଇ ନାହିଁ। ଏ ନେଇ କବିନ୍ଦ୍ର ଜିଲାପାଳଙ୍କୁ ଭେଟି ସମସ୍ୟା ସମ୍ପର୍କରେ ଅବଗତ କରାଇବା ପରେ ଜିଲାପାଳ ତହସିଲଦାରଙ୍କୁ ଘଟଣା ସମ୍ପର୍କରେ ତଦନ୍ତ କରି ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ନିୟମ ମୁତାବକ ସ୍ଥାନୀୟ ଆରଆଇ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବା ପରେ ସରକାରୀ ସହାୟତା ମିଳିଥାଏ। ହେଲେ ଆର୍‌ଆଇ ଛୁଟିରେ ଥିବାରୁ ଆଜିଯାଏ କବିନ୍ଦ୍ରଙ୍କ କ୍ଷୟକ୍ଷତିର ଆକଳନ କରାଯାଇ ନ ଥିବା ସେ ଅଭିଯୋଗ କରିଛନ୍ତି। ଏ ନେଇ ଅନୁଗୋଳ ତହସିଲଦାର ବିଚିତ୍ରାନନ୍ଦ ନାୟକ କହିଛନ୍ତି, ଆରଆଇଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସେ ଛୁଟିରେ ଥିବା ଜାଣି ନ ଥିଲି। ଲୋକଙ୍କୁ କିପରି ସହାୟତା ପ୍ରଦାନ କରାଯିବ ସେଥିପ୍ରତି ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri