ଛେଣ୍ଡିପଦାରେ ଅଗସ୍ତି ବେହେରା ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)– ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୯୩୬ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୯୯୯୮ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୧୦୯୩୪ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ସସ୍ମିତା ବେହେରା ୧୫୮୫ଭୋଟ ପାଇଛନ୍ତି।