ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୩୨୩୩ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୨୮୩୮୫ ଖଣ୍ଡ ଭୋଟ ପାଇଛନ୍ତି।