ଛେଣ୍ଡିପଦା ବ୍ଲକର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଛେଣ୍ଡିପଦା,୯।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତର ପ୍ରକଳ୍ପ ଗୁଡିକୁ ଶୁକ୍ରବାର ବିଧାୟକ ସୁଶାନ୍ତ କୁମାର ବେହେରା ଉଦଘାଟ୍‌ନ କରିଛନ୍ତି। ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଚାଙ୍ଗୁଡିଆ ପଞ୍ଚାୟତରେ ୪ଟି ଗୋଷ୍ଠୀକେନ୍ଦ୍ର, ସନ୍ତରାବନ୍ଧ ଉଚ୍ଚ ବିଦ୍ୟାଳୟରେ ଜିଲା ଖଣିଜ ପାଣ୍ଠିରୁ ନିର୍ମିତ ନୂତନ ଶ୍ରେଣୀ ଗୃହ ଉଦ୍‌ଘାଟନ କରିଛନ୍ତି। ପରେ ଜରପଡା ପଞ୍ଚାୟତର ମାର୍କେଟ କମ୍ପ୍ଲେକ୍ସ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଆଦିକୁ ଉଦ୍‌ଘାଟନ କରିଥିବା ଜଣାପଡ଼ିଛି। ଏହି ଅବସରରେ ବିଧାୟକ ବେହେରା ଉପସ୍ଥିତ ସମସ୍ତ ଜନସାଧରଣଙ୍କୁ ସରକାରଙ୍କ ଜନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ତଥା ବିଜୁ ସ୍ବାସ୍ଥ୍ୟ ଯୋଜନା, ମିଶନ ଶକ୍ତି, ଏଲିଡି ବଲ୍‌ବ, ଗୋପବନ୍ଧୁ ପେନ୍‌ସନ୍‌ ଆଦି ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଥିଲେ। ଅନ୍ୟତମ ଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଚାଙ୍ଗୁଡିଆ ସରପଞ୍ଚ ନନ୍ଦିନୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?