ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର ପାଇ ବନ କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ପହଞ୍ଚିବା ସମୟରେ ଅଜଗର ସାପ ଛେଳିକୁ ଅଧା ଗିଳି ବାହାର କରିଦେଇଥିଲା। ଏଥିରେ ଛେଳିଟିର ମୃତ୍ୟୁ ଘଟିଛି। ଅମରି ସବୁଦିନ ନିଜର ୨୫ରୁ ୩୦ ଛେଳି ଧରି ଚରାଇବା ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥା’ନ୍ତି। ଏଥିରେ ତାଙ୍କର ପରିବାର ପ୍ରତିପୋଷଣ କରିଥା’ନ୍ତି। ସୋମବାର ଅମରି ରେଞ୍ଜ ଅଧିକାରୀଙ୍କ ନିକଟରେ ସହାୟତା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ: ଗ୍ରାମସଭାରେ ଅଧିକାର ପାଇଁ ଉଠିଲା ଦାବି

କର୍ଲାମୁଣ୍ଡା,୨୮।୯(ପ୍ରଦୀପ କୁମାର ସାହୁ): ଦିବ୍ୟାଙ୍ଗ ଜନ ଅଧିକାର ଆଇନ, ୨୦୧୬ ପ୍ରଣୟନର ଦଶ ବର୍ଷ ପୂର୍ତ୍ତି ହୋଇଥିଲେ ମଧ୍ୟ ଗ୍ରାମସଭାଗୁଡ଼ିକରେ ଦିବ୍ୟାଙ୍ଗଜନଙ୍କ ଅଧିକାର ଓ ସରକାରୀ ସୁବିଧା…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?