ଛେଳି ଚୋର ସନ୍ଦେହ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଆସିକା,୨୯ା୭(ଡି.ଏନ୍‌.ଏ): ଗାଙ୍ଗପୁର ଥାନା ପଳାସପଲ୍ଲୀ ଗ୍ରାମରେ ରବିବାର ପୂର୍ବାହ୍ନରେ ସାଇକଲରେ ବୁଲି ମାଂସ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଛେଳି ଚୋର ସନ୍ଦେହରେ ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ଗତ ଶନିବାର ରାତିରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ଗୁହାଳରୁ ଗୋଟିଏ ଛେଳି ଓ ବୋଦା ଚୋରି ହୋଇଥିଲା। ଏହାର ମାଂସ କାଟି ସମ୍ପୃକ୍ତ ବ୍ୟକ୍ତି ବିକ୍ରି କରୁଥିବା ଗ୍ରାମବାସୀ ସନ୍ଦେହ କରି ତାଙ୍କୁ ଧରିଥିଲେ। ଏଥିସହ ସେହି ଗ୍ରାମର ବିଭିନ୍ନ ସ୍ଥାନରୁ ଦୁଇଟି ଚନ୍ଦନ ଗଛ ଓ ଗୋଟିଏ ଘରର ଦୁଇଟି ଶାଗୁଆନ କବାଟ ମଧ୍ୟ ଚୋରି ହୋଇଥିବା ଗ୍ରାମାବାସୀ ଅଭିଯୋଗ କରିଛନ୍ତି। ଘଟଣା ସମ୍ପର୍କରେ ଗାଙ୍ଗପୁର ପୋଲିସକୁ ପଚାରିବାରୁ ପଳାସପଲ୍ଲୀ ଗ୍ରାମବାସୀ ଜଣେ ବ୍ୟକ୍ତିଙ୍କୁ ଆଣି ଥାନାରେ ଦେଇଛନ୍ତି। ଘଟଣାର ତଦନ୍ତ କରାଯାଉଥିବା ଥାନାଧିକାରୀ ସତ୍ୟରଞ୍ଜନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri