Posted inଫୁରସତ

ଛୋଟ କିନ୍ତୁ ବିଷାକ୍ତ

ବିଶ୍ୱରେ ଅନେକ ବିଷାକ୍ତ ପ୍ରାଣୀ ଅଛନ୍ତି । କିନ୍ତୁ ନିକଟ ଅତୀତରେ ବିଶ୍ୱର କ୍ଷୁଦ୍ରତମ ବିଷାକ୍ତ ବେଙ୍ଗ ଚିହ୍ନଟ କରାଯାଇଛି । ଯାହାର ଶରୀର ଏକ ସେଣ୍ଟିମିଟରରୁ ବି କମ୍‌ । ଯାହାକୁ ପେନ୍‌ସିଲ୍‌ର ମୁନ ଅଗରେ ଧରି ହେବ । ଏହା ଛୋଟ ବୋଲି ଏହାକୁ କମ୍‌ ଭାବନ୍ତୁ ନାହିଁ । କାରଣ ଏହି ବେଙ୍ଗ ଏତେ କ୍ଷୁଦ୍ରତର ହେଲେ ମଧ୍ୟ ଏହାର ଶରୀରର ଚର୍ମ ୨୦୦ଗୁଣ ଅଧିକ ବିଷାକ୍ତ । ଯାହାର କୌଣସି ଯନ୍ତ୍ରଣା ନିରୋଧକ ଔଷଧ ନାହିଁ । ଏହି ଜାତୀୟ ବେଙ୍ଗ ଦକ୍ଷିଣ ଆମେରିକାର ଆଣ୍ଡିସ୍‌ ସହରର ୟୁକୋଡର ଢାଲୁ ଅଞ୍ଚଳର ଘନ ଜଙ୍ଗଲରେ ଦେଖିବାକୁ ମିଳିଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri