ଛୋଟ ପରଦାକୁ ଫେରିଲେ କରଣ, ଏକ୍‌ତାଙ୍କ ସାମ୍ନାରେ ରଖିଥିଲେ ସର୍ତ୍ତ

୬ ବର୍ଷର ଲମ୍ବା ବ୍ୟବଧାନ ପରେ ପୁଣି ଥରେ ଛୋଟ ପରଦାକୁ ଫେରୁଛନ୍ତି ଅଭିନେତା କରଣ ସିଂହ ଗ୍ରୋଭର। ଏକ୍‌ତା କପୁରଙ୍କ ଟିଭି ଶୋ ‘କସୌଟି ଜିନ୍ଦେଗିକି-୨’ରେ ତାଙ୍କୁ ଦେଖିବାକୁ ମିଳିବ। ଇତି ମଧ୍ୟରେ ତାଙ୍କ ଚରିତ୍ର ମିଷ୍ଟର ବଜାରର ପ୍ରଥମ ଲୁକ୍‌ ମଧ୍ୟ ସମ୍ମୁଖକୁ ଆସିସାରିଛି। ଏହି ଚରିତ୍ର ପାଇଁ କରଣ ମାସକୁ ୭୫ ଲକ୍ଷ ଟଙ୍କା ଡିମାଣ୍ଡ କରିଛନ୍ତି।
ବଜାଜ ଚରିତ୍ର ପାଇଁ ପ୍ରଥମରୁ ଏକ୍‌ତାଙ୍କ ପସନ୍ଦ ସାଜିଥିଲେ କରଣ। କରଣ ମଧ୍ୟ ଏହି ଚରିତ୍ର ପାଇଁ ଏକ୍‌ତାଙ୍କ ସମ୍ମୁଖରେ ୩ଟି ସର୍ତ୍ତ ରଖିଥିଲେ। ମୋଟା ଅଙ୍କର ଅର୍ଥରାଶି ସହିତ କରଣ ଦିନକୁ ୧୨ ଘଣ୍ଟା ଏବଂ ମାସରେ କେବଳ ୨୫ ଦିନ କାମ କରିବେ ବୋଲି କହିଥିଲେ। ଏହି ସମସ୍ତ ସର୍ତ୍ତରେ ଏକ୍‌ତା ରାଜି ମଧ୍ୟ ହୋଇଯାଇଥିଲେ।
ଶୋ’ର ପୂର୍ବ ସିଜନ୍‌ରେ ମିଷ୍ଟର ବଜାଜ ଚରିତ୍ରରେ ରୋନିତ୍‌ ରୟ ଅଭିନୟ କରିଥିଲେ। ଏହାକୁ ଦର୍ଶକ ବହୁତ ପସନ୍ଦ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…

ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ ।…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri