Posted inଖେଳ

ଜଉନାଙ୍କୁ ୪୦୦ ମିଟର ହର୍ଡଲ୍ସ ଟାଇଟଲ

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି)-
ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶା ଖେଳାଳି ଚମକ ଦେଖିବାକୁ ମିଳିଛି। ମହିଳା ୧୦୦ ଓ ପୁରୁଷ ୧୦୦ ମିଟର ଇଭେଣ୍ଟରେ ଯଥାକ୍ରମେ ଦୂତୀ ଚାନ୍ଦ ଓ ଅମିୟ କୁମାର ମଲିକ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ୪୦୦ ମିଟର ହର୍ଡଲ୍ସରେ ଜଉନା ମୁର୍ମୁ ସ୍ବର୍ର୍ଣ୍ଣିମ ସଫଳତା ପାଇଛନ୍ତି। ଓଏନ୍‌ଜିସି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜଉନା ୫୦.୦୮ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ପଞ୍ଜାବର ବୀରପାଲ କୌର ୫୮.୫୩ ଓ ରେଲଓ୍ବେର ଅର୍ପିତା ମଞ୍ଜୁନାଥ ୫୯.୭୫ ସେକେଣ୍ଡ ସମୟ ନେଇ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ପୂର୍ବଦିନ ହିଟ୍‌ ନଂ-୧ରେ ଜଉନା ୧:୦୦.୩୫ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ସହ ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri