ଜଗତସିଂହପୁରରେ ‘ଅମ୍ଫନ୍‌’ ପ୍ରଭାବ: ଭାଙ୍ଗିଲା କଚ୍ଚା ଘର, ବିଦ୍ୟୁତ୍‌ ସେବା ଠପ୍‌; ଗଛ ଉପୁଡ଼ି ଗମନାଗମନ ବାଧାପ୍ରାପ୍ତ

ଜଗତସିଂହପୁର ଅଫିସ, ୨୦।୫: ବାତ୍ୟା ଅମ୍ଫନକୁ ନେଇ ଲୋକଙ୍କ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥିଲା l ସୌଭାଗ୍ୟବଶତଃ ବାତ୍ୟା ଟଳି ଯାଇଥିବାବେଳେ କୌଣସି ଲୋକଙ୍କ ଜୀବନହାନୀ ଘଟିନାହିଁ। କିନ୍ତୁ ଜିଲାର ବିଭିନ୍ନ ସ୍ଥାନରେ ଗଛ ପଡି ଗମନାଗମନରେ ବାଧା ସୃଷ୍ଟି ହେବା ସହ କଚ୍ଚା ଓ ଚାଳ ଛପର ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛିି। ରାସ୍ତା ପାର୍ଶରେ ଗଛ ପଡି ଏରସମା-ଚଟୁଆ ରାସ୍ତାର ଏରସମା ଉଚ୍ଚବିଦ୍ୟାଳୟ ନିକଟରେ ଗମନାଗମନ ବାଧାପ୍ରାପ୍ତ ହୋଇଛି l ସେହିପରି ଢ଼ିଙ୍କିଆ ଗୋବିନ୍ଦପୁରରେ ଜଣଙ୍କ ଘର ଉପରେ ନଡ଼ିଆ ଗଛପଡ଼ି଼ଥୁବାର ଖବର ମିଳିଛି l ବାଲିକୁଦା-ବୋରିକିନା ରାସ୍ତାର ତିତିରା, ବାଲିକୁଦା-ନାଉଗାଁ ରାସ୍ତାର ବୋଦା ଓ ତିହୁ ରାସ୍ତାରେ ଗଛ ପଡିଛି l ପାରାଦୀପର ନେହେରୁ ବଙ୍ଗଳା, ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନା, କୁମ୍ଭୀର ଛକ ସମେତ ଜଗତସିଂହପୁରର ହାଟବଜାର, ସଁlପୁର, ଢିଅସହି ଆଦି ଏକାଧିକ ସ୍ଥାନରେ ଗଛ ପଡି ଗମନାଗମନରେ ବାଧା ସୃଷ୍ଟି କରିଛି l ଜଗତସିଂହପୁର ସହର ସମେତ ଜିଲାର ଅନେକ ସ୍ଥାନରେ ବିଦ୍ୟୁତ ତାର ଛିଡିଯାଇଥିବାରୁ ବିଦ୍ୟୁତ ସେବା ଠପ ହୋଇଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?