ଜଗତ୍‌ସିଂହପୁର ଜିଲାରେ ବଢ଼ି ଚାଲିଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ପୁଣି ୧୧ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ,୧୪।୬: ଜଗତ୍‌ସିଂହପୁର ଜିଲାରେ ରବିବାର ପୁଣି ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଛି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ବିରିଡ଼ିର ୭, ରଘୁନାଥପୁର ୨ ଓ ନାଉଗାଁ ବ୍ଲକ ଅଞ୍ଚଳର ୨ ଜଣ ରହିଛନ୍ତି । ବିରିଡ଼ିର ୭ ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ୫, ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ରାଜ୍ୟରୁ ଜଣେ ଲେଖାଏ ଫେରନ୍ତା ଅଛନ୍ତି ।
ସେହିପରି ରଘୁନାଥପୁରର ୨ ଜଣଙ୍କ ମଧ୍ୟରୁ ଜଣେ ଗୁଜୁରାଟ ଓ ଜଣେ ମହାରାଷ୍ଟ୍ର ଫେରନ୍ତା ରହିଛନ୍ତି । ନାଉଗାଁର ୨ ଜଣଙ୍କ ମଧ୍ୟରୁ ହରିୟାଣା ଓ ମହାରାଷ୍ଟ୍ରରୁ ଜଣେ ଲେଖାଏ ଫେରିଛନ୍ତି। ପ୍ରତ୍ୟେକ ଜିଲାର ବିଭିନ୍ନ କ୍ବାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ସେମାନଙ୍କୁ ଭୁବନେଶ୍ୱରସ୍ଥିତ କିମ୍ସ ଓ ପାରାଦୀପ କୋଭିଡ ହସ୍ପିଟାଲ ସ୍ଥାନାନ୍ତର ପାଇଁ ପଦକ୍ଷେପ ନିଆଯାଉଥିବା ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲାର ମୋଟ ୧୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟ ୬୮ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri