ଜଗତ୍‌ସିଂହପୁର ଜିଲାରେ ରଜ କଟକଣା: ସର୍ବସାଧାରଣ ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବା ମନା

ଜଗତ୍‌ସିଂହପୁର ଅଫିସ, ୧୩ା୬: ଓଡ଼ିଶାର ଗଣ ପର୍ବ ରଜ। ରଜରେ ସହରରୁ ଗାଁ ସବୁଠି ଚଳଚଞ୍ଚଳ। ମାତ୍ର ଚଳିତବର୍ଷ କରୋନା ସଂକ୍ରମଣ ଓ କଟକଣା ଏକପ୍ରକାର ରଜକୁ ଫିକା କରିଦେଇଛି । ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ରଜ ୩ ଦିନ ବିଶେଷ କଟକଣା ଜାରି କରାଯାଇଛି। କୌଣସି ସର୍ବସାଧାରଣ ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବାକୁ ମନା କରାଯାଇଛି । ଏଥିସହ ପ୍ରତ୍ୟେକଙ୍କ ମଧ୍ୟରେ ସର୍ବନିମ୍ନ ଦୂରତା ୬ ଫୁଟ୍‌ ରଖାଯାଇଛି । ମାସ୍କ ପିନ୍ଧିବା ମଧ୍ୟ ପୂର୍ବପରି ବାଧ୍ୟତାମୂଳକ କରାଯାଇଛି । ଏଥିରେ ବ୍ୟତିକ୍ରମ ହେଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଭିଡିଓ ଜାରି କରି କହିଛନ୍ତି । ଗାଁ ଗହଳିରେ ପାଟ୍ରୋଲିଂକୁ କଡାକଡି କରିବା ପାଇଁ ଏସ୍‌ପିଙ୍କୁ ଅନୁରୋଧ କରାଯାଇଥିବା ଜିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri