Posted inଜାତୀୟ

ଜଗନ ମୋହନଙ୍କ ଜେରୁଜେଲମ ଗସ୍ତ: ସୁରକ୍ଷାରେ ଖର୍ଚ୍ଚ ହେବ ୨୨.୫ ଲକ୍ଷ ଟଙ୍କା

ହାଇଦ୍ରାବାଦ,୨।୮: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଗତ ଗୁରୁବାର ଜେରୁଜେଲମ ଗସ୍ତ କରିଛନ୍ତି। ସେଠାରେ ତାଙ୍କ ସୁରକ୍ଷା ପାଇଁ ସୁରକ୍ଷାକର୍ମୀଙ୍କୁ ୨୨,୫୨,୫୦୦ ଟଙ୍କା ଆନ୍ଧ୍ର ସରକାରଙ୍କ ପାଣ୍ଠିରୁ ଆସିଥିବା ସୂଚନା ମିଳିଛି। ଜଗନ ମୋହନଙ୍କ ଏହି ୪ ଦିନିଆ ଗସ୍ତ ସମୟରେ ଏକ କମ୍ପାନୀର ସୁରକ୍ଷାକର୍ମୀ ତାଙ୍କର ସୁରକ୍ଷା ଦାୟିତ୍ୱ ନେବ। ମାତ୍ର ୨ ମାସ ହେବ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଜଗନ ମୋହନ ରାଜ୍ୟରେ ଆର୍ଥିକ ସଙ୍କଟ ସମୟରେ ଏଭଳି ଖର୍ଚ୍ଚ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ସାଧାରଣ ପ୍ରଶାସନ ବିଭାଗ ତରଫରୁ ୨୨,୫୨,୫୦୦ ଟଙ୍କା ମଞ୍ଜୁର କରିବାରୁ ନିର୍ଦ୍ଦେଶ ଦିଆଯାଇଥିଲା। ସୂଚନାଯୋଗ୍ୟ, ଏହି ନିର୍ଦ୍ଦେଶ ଅନୁଯାୟୀ ଅଗଷ୍ଟ ୧ରୁ ୪ ପର୍ଯ୍ୟନ୍ତ ଜଗନ ମୋହନ ତାଙ୍କ ନିଜସ୍ବ କାମରେ ଜେରୁଜେଲମ ଗସ୍ତ କରୁଥିବା ଉଲ୍ଲେଖ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri