ଜଙ୍କ୍‌ଫୁଡ୍‌ରେ ସୋନମ୍‌ଙ୍କ ପ୍ରିୟ ଗୁପ୍‌ଚୁପ୍‌

ମୁମ୍ବାଇ: ବଲିଉଡ୍‌ କଳାକାରମାନେ ଫିଟ୍‌ ରହିବାକୁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ବିଶେଷକରି ଜଙ୍କ୍‌ଫୁଡ୍‌ଠାରୁ ଦୂରେଇ ରୁହନ୍ତି ଅଭିନେତ୍ରୀମାନେ। ମାତ୍ର ଏବେ ବଲିଉଡ୍‌ ଫ୍ୟାଶନ୍‌ ଡିଭା ତଥା ସୁପରଫିଟ୍‌ ସୋନମ୍‌ କପୁର ଭାରତରେ ମିଳୁଥିବା ଜଙ୍କ୍‌ଫୁଡ୍‌ ସବୁଠାରୁ ଭଲ ବୋଲି କହିଛନ୍ତି। ଏପରିକି ସେ ଗୁପ୍‌ଚୁପ୍‌ ଖାଇବାକୁ ଭଲ ପାଉଥିବା କହିଛନ୍ତି।

ବ୍ୟକ୍ତିଗତ ଜୀବନକୁ ଯଦି ଦେଖାଯାଏ, ତେବେ ବିବାହ ପରେ ସୋନମ୍‌ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଅଧିକ ସମୟ ବିତାଉଛନ୍ତି। ଆଗାମୀ ଦିନରେ ତାଙ୍କ ଅଭିନୀତ ଫିଲ୍ମ ‘ଜୋୟା ଫ୍ୟାକ୍ଟର’ ରିଲିଜ୍‌ ହେବ। ଏଥିରେ ସଲ୍‌ମାନ ଓ ସଞ୍ଜୟ କପୁର ମଧ୍ୟ କାମ କରୁଛନ୍ତି। ଏହା ସେପ୍ଟେମ୍ବର ୨୦ରେ ପରଦାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri