ଜଙ୍ଗଲରୁ ଜନ୍ତୁ ଶିକାର ଉଦ୍ୟମ: ଶିକାରୀ ଗିରଫ, ବନ୍ଧୁକ ଜବତ

ଦେବଗଡ଼,୮ା୫(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଲକ୍ଷ୍ମୀପୁର ବିଟ୍‌ ଅଧୀନ ବାବାଜୀମଠ ସଂରକ୍ଷିତ ଜଙ୍ଗଲ ମଧ୍ୟରୁ ବନ ବିଭାଗ କର୍ମଚାରୀମାନେ ଜଣେ ଶିକାରୀଙ୍କୁ କାବୁ କରିବା ସହ ତାଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ଜନ୍ତୁଧରା ଫାଶ ଜବତ କରିଛନ୍ତି। ଲକ୍‌ଡାଉନର ସୁଯୋଗ ନେଇ ପଳସମା ଫରେଷ୍ଟ ସେକ୍ସନ ଅଧୀନ ବାବାଜୀମଠ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଜନ୍ତୁ ଶିକାର ପାଇଁ ଜାଲ ବିଛାଯାଇଥିବା କୌଣସି ସୂତ୍ରରୁ ସୂଚନା ପାଇ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ଚାଲିଥିଲା। ଏହି ସମୟରେ ଉକ୍ତ ଜଙ୍ଗଲ ମଧ୍ୟରେ ଜନ୍ତୁଧରା ଫାଶ ଖଞ୍ଜୁଥିବା ଟିଙ୍କବୀର ଗ୍ରାମର ବାବୁଲି ବେହେରାଙ୍କୁ ବନ ବିଭାଗ କର୍ମଚାରୀମାନେ କାବୁ କରିବା ସହ ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ଓ ଜନ୍ତୁ ଶିକାର ପାଇଁ ବ୍ୟବହୃତ ୩ଟି ଫାଶ ଜବତ କରଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri