ଜଙ୍ଗଲରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବାରିପଦା ଅଫିସ,୭ା୧୦- ମୟୂରଭଞ୍ଜ ଜିଲା ରରଁୁଆ ଥାନା ଅଧୀନ ସିଙ୍ଗଡ଼ା ଜଙ୍ଗଲରୁ ରବିବାର ଜଣେ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛନ୍ତି। ଶିଶୁ କନ୍ୟା କରଞ୍ଜିଆ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ରହିଛି। ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ସିଙ୍ଗଡ଼ା ଜଙ୍ଗଲରେ ଶିଶୁ କାନ୍ଦିବା ଶବ୍ଦ ଶୁଭିଥିଲା। ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଯାଇ ତାଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ଶିଶୁକନ୍ୟା ୩ରୁ ୪ ଦିନର ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri