ଭଞ୍ଜନଗର,୨୨।୫(ଡି.ଏନ୍.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି ବାଇକ୍ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଉକ୍ତ ଜଙ୍ଗଲରେ ଜୁଆଖେଳ ଚାଲିଥିବା ବେଳେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।
ଭଞ୍ଜନଗର,୨୨।୫(ଡି.ଏନ୍.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି ବାଇକ୍ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଉକ୍ତ ଜଙ୍ଗଲରେ ଜୁଆଖେଳ ଚାଲିଥିବା ବେଳେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…
ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…