ଜଙ୍ଗଲରେ ବନରକ୍ଷୀଙ୍କୁ ଆକ୍ରମଣ, ସରକାରୀ ଗାଡି ଭଙ୍ଗାରୁଜା

ଦେବଗଡ଼,୨୨ା୪(ଡି.ଏନ.ଏ): ଦେବଗଡ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ଅଧୀନ ସଂଘାପଶି ଜଙ୍ଗଲରେ ବନରକ୍ଷୀ କାର୍ତ୍ତିକେୟ ପ୍ରଧାନଙ୍କୁ ଆକ୍ରମଣ ହୋଇଛି। ପଡୋଶୀ ଅନଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ପାଟକୁମୁଣ୍ଡା ଗ୍ରାମର କେତେକ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଛନ୍ତି। ଏମାନେ ଗଛ କାଟି ଚୋରି କରି ନେଉଥିବା କୁଣ୍ଢେଇଗୋଳା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ କୁଣ୍ଢେଇଗୋଳା ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁସାରେ, ପାଟକୁମୁଣ୍ଡା ଗ୍ରାମର ଦୁଇ ଜଣ ବ୍ୟକ୍ତି ଶଗଡରେ ଜଙ୍ଗଲରୁ କଞ୍ଚା ଗଛ କାଟି ନେଉଥିଲେ। କର୍ତ୍ତିକେୟ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ସେମାନେ ତାଙ୍କୁ ଗାଳିଗୁଲଜ କରି ହତ୍ୟା ଧମକ ଦେବା ସହ ସରକାରୀ ଗାଡିକୁ ଭଙ୍ଗାରୁଜା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri