ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ

ମାଧପୁର,୨୩।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ପରେ ଗୁରୁବାର ଆଠମଲ୍ଲିକ ପୋଲିସ ଘଟଣାସ୍ଥଳକୁ ଆସି ବହୁତ ଖୋଜାଖୋଜି ପରେ ମୃତଦେହର ସନ୍ଧାନ ପାଇଛି। ଏହା କିଶୋରନଗର ଅଞ୍ଚଳ ହେଇଥିବାରୁ ଆଠମଲ୍ଲିକ ପୋଲିସ କିଶୋରନଗର ପୋଲିସକୁ ଖବର ଦେଇଛି। ତେବେ କିଶୋରନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ,…

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri