ଜଙ୍ଗଲରେ ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମବେଳେ ଉଦ୍ଧାର କଲେ ଲୋକେ, ଜଣେ ଅଟକ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ଯୁବକ ଜଙ୍ଗଲରେ ବଳାତ୍କାର ଉଦ୍ୟମ କରୁଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ସମ୍ପୃକ୍ତ ଯୁବକଙ୍କୁ ଧରି ପୋଲିସ ଜିମା ଦିଆଯାଇଛି।
ପ୍ରକାଶ ଯେ, ଶିଶୁକନ୍ୟା ଘରେ ଏକାକୀ ଥିବାବେଳେ ଗ୍ରାମର ଜଣେ ଯୁବକ କିଛି ଖାଦ୍ୟ ଖାଇବାକୁ ଦେଇ ପ୍ରଲୋଭିତ କରି ନିକଟସ୍ଥ ବାନ୍ଦାମା ଜଙ୍ଗଲକୁ ନେଇଯାଇଥିଲେ। ସେଠାରେ ବଳାତ୍କାର ଉଦ୍ୟମ କରିବାବେଳେ ଶିଶୁକନ୍ୟା ପାଟି କରିଥିଲେ। ପାଟିଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ବ୍ରାହ୍ମଣୀଗାଁ ଥାନା ଅଧିକାରୀ ରଞ୍ଜିତ କୁମାର ମୁନୀ ପହଞ୍ଚତ୍ ଯୁବକଙ୍କୁ ଥାନାକୁ ଆଣି ପଚରାଉଚରା କରୁଛନ୍ତି ା ଶିଶୁକନ୍ୟାଙ୍କ ପରିବାର ଲୋକେ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତିି ା ପୋଲିସ ମାମଲା (ନଂ.୯/୨୦) ରୁଜୁ କରି ତଦନ୍ତ ଚଳାଇଛି। ତଦନ୍ତରେ ବାଧା ସୃଷ୍ଟିହେବା ଆଶଙ୍କାରେ ପୋଲିସ ଅଧିକ କିଛି କହିବାକୁ ମନା କରିଦେଇଛି ା ଅଟକ ଯୁବକଙ୍କ ନାମରେ ବିଭିନ୍ନ ଥାନାରେ ମାମଲା ରହିଥିବା ଜଣାପଡ଼ିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…

ଡିଜିଟାଲ ପ୍ଲାଟ୍‌ଫର୍ମରେ ପୁରୁଷଙ୍କ ଅପେକ୍ଷା ମହିଳା ଅଧିକ ସକ୍ରିୟ, ବିନିଯୋଗ କରୁଛନ୍ତି ୫୦%ରୁ ଅଧିକ ସମୟ

ନୂଆଦିଲ୍ଲୀ,୧୯।୫(ଆଇଏଏନ୍‌ଏସ୍‌): ଭାରତର ସହରାଞ୍ଚଳରେ ଡିଜିଟାଲ ବିପ୍ଳବର ମଙ୍ଗ ଏବେ ମହିଳାମାନଙ୍କ ହାତରେ। ବିଶେଷକରି ମନୋରଞ୍ଜନ, ମେସେଜିଂ, ଇ-କମର୍ସ ଏବଂ କ୍ୱିକ୍‌ କମର୍ସ ଭଳି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ…

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri