Posted inଫୁରସତ

ଜଙ୍ଗଲ ବବଲ୍‌

ବ୍ୟସ୍ତବହୁଳ ଜୀବନରୁ ଟିକିଏ ସମୟ ବାହାର କରି କିଛି ସମୟ ନିରୋଳାରେ କାଟିବା ପାଇଁ ପ୍ରାୟ ସମସ୍ତେ ଚାହିଁଥାନ୍ତି। ପର୍ଯ୍ୟଟକଙ୍କ ଏହି ଚାହିଦାକୁ ଦୃଷ୍ଟିରେ ରଖି ଉତ୍ତର ଥାଇଲାଣ୍ଡର ଚିୟାଙ୍ଗ ସାୟେନ୍‌ଠାରେ ଖୋଲିଛି ଏକ ନିଆରା ‘ପୋଡ୍‌’, ଯାହାର ନଁା ରହିଛି ‘ଜଙ୍ଗଲ ବବଲ୍‌’। ଥାଇଲାଣ୍ଡର ଅନନ୍ତରା ଗୋଲ୍ଡେନ ଟ୍ରାଏଙ୍ଗଲ୍‌ ଏଲିଫ୍ୟାଣ୍ଟ କ୍ୟାମ୍ପ ଆଣ୍ଡ ରିସୋର୍ଟ ଦ୍ୱାରା ନିର୍ମିତ ହୋଇଥିବା ଏହି ‘ପୋଡ୍‌’ ପ୍ରାକୃତିକ ସୌନ୍ଦର୍ଯ୍ୟ ଘେରରେ ଅବସ୍ଥିତ। ଘନ ଜଙ୍ଗଲ ମଧ୍ୟରେ ଥିବା ଏହି ପୋଡ୍‌ଗୁଡିକ ଦେଖିବାକୁ ଟ୍ରାନ୍ସପରେଣ୍ଟ। ତେଣୁ ପର୍ଯ୍ୟଟକମାନେ ଏହା ମଧ୍ୟରେ ବିଶ୍ରାମ ନେଲାବେଳେ ବାହାର ଦୃଶ୍ୟକୁ ବେଶ୍‌ ମନଭରି ଉପଭୋଗ କରିପାରିବେ। କେବଳ ସେତିକି ନୁହେଁ ଏଠାରେ ରହଣି ସମୟରେ ପର୍ଯ୍ୟଟକମାନେ ହାତୀ ଏବଂ ଅନ୍ୟାନ୍ୟ ଜଙ୍ଗଲ ଜୀବଙ୍କୁ ସେମାନଙ୍କ ପ୍ରାକୃତିକ ଆବାସ ସ୍ଥଳୀରେ ସିଧାସଳଖ ଦେଖିବାର ସୁଯୋଗ ପାଇପାରିବେ। ଏହି ପୋଡ୍‌ ମଧ୍ୟରେ ନିତ୍ୟ ବ୍ୟବହାର୍ଯ୍ୟ ସମସ୍ତ ସୁବିଧା ସୁଯୋଗର ବ୍ୟବସ୍ଥା ରହିଛି। ଥାଇଲାଣ୍ଡର ଏହି ସ୍ଥାନ ପୂର୍ବେ ହାତୀ ଶିବିର ପାଇଁ ବେଶ୍‌ ପ୍ରସିଦ୍ଧ ଥିଲା, ତେବେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଏଭଳି ଏକ ପୋଡ୍‌ ସ୍ଥାପନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri