ଜଙ୍ଗଲ ଭିତରେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ: ପୋଲିସର ଛାନ୍‌ଭିନ

ଭବାନୀପାଟଣା,୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ଅନ୍ତର୍ଗତ କିଡିଙ୍ଗ ଗାଁକୁ ଲାଗିଥିବା ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଥିବାବେଳେ ପୋଲିସ ଗୁରୁବାର ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ ଚଳାଇଛି। ମୃତଦେହର ମୁଣ୍ଡ ଓ ଶରୀର ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବାବେଳେ ଗୋଡ଼ର ଅଂଶ କିଛି ପୋଡ଼ି ନ ଥିବା ଦେଖିବାକୁ ମିଳିଛି। ମଣିବନ୍ଧା ଗାଁର କିଛି ଲୋକ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବାବେଳେ ଏହି ଅଧାପୋଡ଼ା ମୃତଦେହ ଦେଖିବାକୁ ପାଇଥିଲେ। ତେବେ ସେମାନେ ଭୟରେ କାହାକୁ କିଛି ଜଣାଇ ନ ଥିଲେ। ଧୀରେ ଧୀରେ ଚର୍ଚ୍ଚା ହେବା ପରେ ପୋଲିସ ନିକଟରେ ଖବର ପହଞ୍ଚତ୍ଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri