Posted inଜାତୀୟ

ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍‌ ନୁହେଁ

ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍‌ ଅନସାରୀ ହୃଦଘାତରେ ଜେଲ୍‌ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ ପାଇଛି। ଜଣେ ବଡ ଅପରାଧୀଙ୍କ ମୃତ୍ୟୁକୁ ନେଇ କାନ୍ଦିବା ଠିକ ନୁହେଁ ବୋଲି ସେ କହିଛନ୍ତି। ମୁଖତାର ନିରୀହ ଲୋକଙ୍କ ହତ୍ୟାକାରୀ ଥିଲେ। ଯେଉଁମାନେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଉଛନ୍ତି, ଯଦି ସେମାନେ ନିର୍ଦ୍ଦୋଷଙ୍କ ହତ୍ୟା ଉପରେ ଲୁହ ଝରାଇଥାନ୍ତେ ତବେ ଭଲ ହୋଇଥାନ୍ତା। ଅପରାଧୀଙ୍କ ମୃତ୍ୟୁକୁ ନେଇ ବିରୋଧୀ ରାଜନୈତିକ ରୂପ ଦେବା ଉଚିତ୍‌ ନୁହେଁ।
ସମାଜବାଦୀ ପାର୍ଟି (ଏସପି) ଅନସାରୀଙ୍କ ଦେହାନ୍ତକୁ ଦୁଃଖଦାୟକ ବୋଲି ବର୍ଣ୍ଣନା କରିଛି। ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଧ୍ୟ ଅନସାରୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri