୧୫ବର୍ଷୀୟ ବାଳକଙ୍କ କରୋନାରେ ମୃତ୍ୟୁ: ରାଜସ୍ଥାନରେ ମୃତ୍ୟୁସଂଖ୍ୟା ୬୫କୁ ବୃଦ୍ଧି

ଜୟପୁର,୨।୫: ରାଜସ୍ଥାନରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଶନିବାର ରାଜ୍ୟରେ କରୋନା ଯୋଗୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ୧୫ବର୍ଷୀୟ ବାଳକ ଥିବା ଜଣାପଡ଼ିଛି। ତେବେ ମୃତକଙ୍କ ମଧ୍ୟରେ ଜୟପୁରର ୫୫ବର୍ଷୀୟ ବୃଦ୍ଧ ଓ ୧୫ବର୍ଷୀୟ ନାବାଳକ ଓ ଯୋଧପୁରର ୬୭ବର୍ଷୀୟ ବୃଦ୍ଧ ରହିଥିବା ନେଇ ରାଜ୍ୟ ଅତିରିକ୍ତ ମୁଖ୍ୟ ସଚିବ(ସ୍ବାସ୍ଥ୍ୟ) ରୋହିତ ସିଂହ ସୂଚନା ଦେଇଛନ୍ତି। ସୁଚନାଯୋଗ୍ୟ, ଶୁକ୍ରବାର ଜୟପୁର ଚାନ୍ଦପୋଲର ୧୫ବର୍ଷୀୟ ବାଳକଙ୍କୁ ଜେକେ ଲୋନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୫କୁ ବୃଦ୍ଧି ହୋଇଛି। ଅପରପକ୍ଷେ ଆହୁରି ୧୨ଟି ନୂଆ ଆକ୍ରାନ୍ତ ଚିହ୍ନଟ ହେବାରୁ ଏବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨,୬୭୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri