ଜନତା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସ

ନିରାକାରପୁର/ଟାଙ୍ଗୀ(ଖୋର୍ଦ୍ଧା),୮ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୁହୁଡ଼ିସ୍ଥିତ ଜନତା ମହାବିଦ୍ୟାଳୟର ୩୪ତମ ପ୍ରତିଷ୍ଠା ଦିବସ ବୁଧବାର କଲେଜ ପରିସରରେ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଏହାର ଅଧ୍ୟକ୍ଷ ଡ. ସଞ୍ଜୟ କୁମାର ମହାପାତ୍ର ପୌରୋହିତ୍ୟ କରିଥିବାବେଳେ ସଂସ୍କୃତ ଅଧ୍ୟାପକ ବଟକୃଷ୍ଣ ମିଶ୍ର ବେଦପାଠ କରିଥିଲେ । ଓଡିଆ ପ୍ରାଧ୍ୟାପକ ଡ.ଚନ୍ଦ୍ରଶେଖର ଦାଶ ମୁଖ୍ୟବକ୍ତା ଭାବେ ଉଦ୍‌ବୋଧନ ଦେଇଥିଲେ। ମଞ୍ଚାସୀନ ଅତିଥି ଛାତ୍ରୀଛାତ୍ରଙ୍କୁ ସଫଳତା ପ୍ରାପ୍ତି ନିମନ୍ତେ ଦିଗ୍‌ଦର୍ଶନ ଦେଇଥିଲେ। ନବାଗତ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ୩ ଛାତ୍ରୀଙ୍କୁ ଅତିଥି ପୁରସ୍କୃତ କରିଥିଲେ । ଅଧ୍ୟାପିକା ଅର୍ପିତା ବେହେରା, ଉତ୍ତମ କୁମାର ପାଇକରାୟ, ବ୍ରଜ କିଶୋର ଷଡ଼ଙ୍ଗୀ ଓ ପ୍ରମୋଦ କୁମାର ଶୁକ୍ଲା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଅଧ୍ୟାପକ ଟୁକୁନା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri