Posted inଖେଳ

ଜନସାଧାରଣଙ୍କ ଲାଗି କୋଭିଡ୍‌-୧୯ ଟେଷ୍ଟ କରାଇବେ ନାହିଁ ସ୍ପାନିଶ କ୍ଲବ

ମାଡ୍ରିଡ୍‌, ୨୦।୩(ଏପି)- ସ୍ପେନ୍‌ର କିଛି ଫୁଟବଲ କ୍ଲବ ମାରାତ୍ମକ କରୋନା ଭାଇରସ୍‌ ଟେଷ୍ଟ ପାଇଁ ସ୍ପାନିଶ ଲିଗ୍‌ ପକ୍ଷରୁ ପ୍ରଦାନ କରାଯାଇଥିବା ଆବଶ୍ୟକ କିଟ୍‌ ବ୍ୟବହାର ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ଦଳର ଖେଳାଳି ଆକ୍ରାନ୍ତ ଥିବାରୁ ସ୍ପାନିଶ ଲିଗ୍‌ ପକ୍ଷରୁ ଦଳଗୁଡ଼ିକୁ ୫୦୦ ଟେଷ୍ଟ ଉପକରଣ ଦିଆଯାଇଥିଲ। ସେଲଟା ଭିଗୋ ପକ୍ଷରୁ କୁହାଯାଇଛି, ଏହି ଟେଷ୍ଟ ଉପକରଣ ବ୍ୟବହାର କରିବୁ ନାହିଁ। କାରଣ ଏହି କିଟ୍‌ ଆମଠାରୁ ଜନସାଧାରଣଙ୍କୁ ଅଧିକ ଦରକାର ରହିଛି। ସେହିଭଳି ଭାଲାଡୋଲିଡ୍‌ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ଦଳର କୌଣସି ଖେଳାଳିଙ୍କ ଟେଷ୍ଟ କରାଯିବ ନାହିଁ। କାରଣ କରୋନା ଲକ୍ଷଣ କାହାରିଠାରେ ଦେଖାଯାଉ ନାହିଁ। ଏହା ଦେଶର ନାଗରିକଙ୍କୁ ଦେବାର ଆବଶ୍ୟକତା ରହିଛି। ସେମାନେ ମାରାତ୍ମକ ଭାଇରସ୍‌ ସହ ସଂଘର୍ଷ କରୁଛନ୍ତି। ସ୍ପେନ୍‌ରେ ଏପର୍ଯ୍ୟନ୍ତ ୧୭ ହଜାର କରୋନାରେ ଆକ୍ରାନ୍ତ ଥିବାବେଳେ ୭୭୦ ଜଣଙ୍କ ମୁଣ୍ଡ ନେଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri