Posted inଜାତୀୟ

ଜନସାଧାରଣଙ୍କ ସହ ସମ୍ପର୍କ ବଢ଼ାଇବାକୁ ଯୁବ କଂଗ୍ରେସକୁ ପ୍ରିୟଙ୍କାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୨।୬: ଜନସାଧାରଣଙ୍କ ସହ ସମ୍ପର୍କ ବଢ଼ାଇବାକୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯୁବକର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। ଏହାଦ୍ୱାରା ତୃଣମୂଳସ୍ତରରେ ସଂଗଠନ ମଜବୁତ ହୋଇପାରିବ ବୋଲି ସେ ଉତ୍ତରପ୍ରଦେଶ ଯୁବ କଂଗ୍ରେସ ଉଦ୍ଦେଶ୍ୟରେ କହିଛନ୍ତି। ଜନସାଧାରଣଙ୍କ ପାଖରେ ପହଞ୍ଚି ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହେଲେ ହିଁ ସଂଗଠନ ସୁଦୃଢ଼ ହୋଇପାରିବ ବୋଲି ସେ କହିଛନ୍ତି। ପୂର୍ବ ଉତ୍ତରପ୍ରଦେଶ ଦାୟିତ୍ୱରେ ଥିବା ପ୍ରିୟଙ୍କା ଦଳର ଯୁବନେତାଙ୍କ ସହିତ ସାକ୍ଷାତ୍‌ କରି ଏନେଇ କାର୍ଯ୍ୟକ୍ରମ ହାତକୁ ନେବା ଉପରେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ଦେଶର ପରମାଣୁ ସୁରକ୍ଷା ବିପଦରେ, କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ରର ଡାଟା ଲିକ୍‌

ଚେନ୍ନାଇ,୧୫ା୭: ତାମିଲନାଡୁରେ ଅବସ୍ଥିତ ଦେଶର ସର୍ବବୃହତ କୁଡାନକୁଲମ ପରମାଣୁ ଶକ୍ତିକେନ୍ଦ୍ର ସହିତ ଜଡ଼ିତ ସମ୍ବେଦନଶୀଳ ଡାଟା ଲିକ୍‌ ହୋଇଛି। ଓ୍ବାଲର୍‌ଡ ଲିକ୍ସ ନାମରେ ଜଣାଶୁଣା ଦୁଇଟି ହ୍ୟାକର…

କେନ୍ଦ୍ର କ୍ୟାବିନେଟର ୭ ବଡ଼ ନିଷ୍ପତ୍ତି: ସେମିକନ ୨.୦ ମିଶନକୁ ମଞ୍ଜୁରୀ, ବାରାଣସୀ ପାଇଁ…

ନୂଆଦିଲ୍ଲୀ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୭ଟି ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିମଧ୍ୟରୁ ଦେଶରେ ସେମିକଣ୍ଡକ୍ଟର ଇକୋସିଷ୍ଟମକୁ ସୁଦୃଢ଼ କରିବା…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri