ଜନ୍ତୁ ଶିକାର ଲାଗି ଫାଶ ବିଛାବେଳେ ଧରାପଡିଲେ ଶିକାରୀ

ଦେବଗଡ, ୭।୫(ଡି.ଏନ.ଏ.):ଦେବଗଡ଼ ଜିଲା ଲକ୍ଷ୍ମୀପୁର ବିଟ୍‌ ଅଧୀନ ବାବାଜୀ ମଠ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଜଣେ ଶିକାରୀଙ୍କୁ ଧରିଛି। ତାଙ୍କ ନିକଟରୁ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ଜନ୍ତୁଧରା ଫାଶ(ଜାଲ) ଜବତ ହୋଇଛି। ଲକ୍‌ଡାଉନର ସୁଯୋଗ ନେଇ ପଳସମା ଫରେଷ୍ଟ ସେକ୍ସନ ଅଧିନ ବାବାଜୀ ମଠ ସଂରକ୍ଷିତ ଜଙ୍ଗଲରେ ଜନ୍ତୁ ଶିକାର ପାଇଁ ଜାଲ ବିଛାଯାଇଥିବା କୌଣସି ସୂତ୍ରରୁ ସୂଚନା ପାଇ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ଚାଲିଥିଲା। ଏହି ସମୟରେ ଉକ୍ତ ଜଙ୍ଗଲରେ ଫାଶ ଖଞ୍ଜୁଥିବା ବେଳେ ଟିଙ୍କବୀର ଗ୍ରାମର ବାବୁଲି ବେହେରା (୩୨) ବନ ବିଭାଗ ହାତରେ ଧରା ପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri