Posted inଜାତୀୟ

ଜନ୍ମଦିନ ଶୁଭେଚ୍ଛା ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିକଟକୁ ଅନେକ ଶୁଭେଚ୍ଛା ବାର୍ତ୍ତା ଆସି ପହଞ୍ଚୁଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍‌ କରି କେଜରିଓ୍ବାଲଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି। ଆଉ ଏହାର ଉତ୍ତରରେ କେଜରିଓ୍ବାଲ ଲେଖିଛନ୍ତି, ‘ଆପଣଙ୍କ ଶୁଭକାମନା ପାଇଁ ଧନ୍ୟବାଦ ପ୍ରଧାନମନ୍ତ୍ରୀ ସାର୍‌’।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍‌କୁ ଏତେ ଲକ୍ଷର ଜୋରିମାନା

ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍‌କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA)…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri