Posted inଜାତୀୟ

ଜନ୍ମାଷ୍ଟମୀରେ ଜନ୍ମଗ୍ରହଣ କରିଥିଲେ ଅରବିନ୍ଦ କେଜ୍‌ରିଓ୍ବାଲ, ପରିବାର ଲୋକେ ଶ୍ରଦ୍ଧାରେ ଡାକନ୍ତି ଏହି ନାମରେ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦ୍‌ମୀ ପାର୍ଟି(ଏଏପି) ପୂର୍ଣ୍ଣ ବହୁମତରେ ସରକାର ଗଢିବାକୁ ଯାଉଛି। କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ପରେ କେଜ୍‌ରିଓ୍ବାଲ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଲଗାତର ୩ଥର ଏହି ପଦ ଅଳଙ୍କୃତ କରିବେ। ଯଦିଓ କେଜ୍‌ରିଓ୍ବାଲଙ୍କ କର୍ମଭୂମି ଦିଲ୍ଲୀ, କିନ୍ତୁ ସେ ହରିୟାଣାର ହିସାର ଜିଲାରେ ୧୯୬୮ ଅଗଷ୍ଟ ୧୬ରେ ଜନ୍ମଗ୍ରହଣ କରିଥିଲେ। ସେଦିନ ଥିଲା ଜନ୍ମାଷ୍ଟମୀ। ଘରେ ପୁଅଟିଏ ହେବାରୁ ସମସ୍ତଙ୍କ ମନରେ ଖୁସି ଥିଲା। ତେଣୁ ଶ୍ରଦ୍ଧାରେ ତାଙ୍କ ନାଁ କୃଷ୍ଣ ଦେଇଥିଲେ। ତିନି ଭାଇଭଉଣୀଙ୍କ ମଧ୍ୟରୁ କେଜ୍‌ରିଓ୍ବାଲ ବଡ ଥିଲେ। ପୁଣି ଦିଲ୍ଲୀ ମଙ୍ଗ ଧରିବା ପରେ ତାଙ୍କ ଜନ୍ମଭୂମି ହରିୟାଣାରେ ମଧ୍ୟ ଖୁସିର ମାହୋଲ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri