Posted inଜାତୀୟ

ଜନ୍ମାଷ୍ଟମୀରେ ଲାଲୁ ନନ୍ଦନଙ୍କ ଶ୍ରୀକୃଷ୍ଣ ବେଶ ସୋସିଆଲ ମିଡିଆରେ ଭାଇରାଲ

ପାଟନା,୨୫।୮: କିଛି ନା କିଛି ଘଟଣାକୁ ନେଇ ବହୁ ସମୟରେ ଗଣମାଧ୍ୟମରେ ଚର୍ଚ୍ଚାରେ ରହୁଥିବା ଆର୍‌ଜେଡି ନେତା ତେଜପ୍ରତାପ ଯାଦବ ଜନ୍ମାଷ୍ଟମୀ ଅବସରରେ ମଧ୍ୟ ଆସିଛନ୍ତି ଚର୍ଚ୍ଚାକୁ। ଶନିବାର ମଧ୍ୟ ରାତ୍ରରେ ତେଜପ୍ରତାପ ଶ୍ରୀକୃଷ୍ଣ ବେଶ ଧାରଣ କରିବା ସହ ବାଳ ଗୋପାଳଙ୍କ ପୂଜାର୍ଚ୍ଚନା କରିଛନ୍ତି। ସେ ଭଗବାନ୍‌ ଶ୍ରୀକୃଷ୍ଣଙ୍କ ମଥାରେ ମୟୂର ଚନ୍ଦ୍ରିକା ପିନ୍ଧିବା ସହ ହାତରେ ବଂଶୀ ଧରିଥିବା ଦେଖିବାକୁ ମିଳିଥିଲା। କେବଳ ସେତିକି ନୁହେଁ ସେ ଶ୍ରୀକୃଷ୍ଣଙ୍କ ବେଶରେ ବଂଶୀ ବଜାଉଥିବାର ଫଟୋ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ମଧ୍ୟ ଶେୟାର କରିଥିଲେ। ଏହାପରେ ତାଙ୍କର ଏହି ବେଶ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେପଟେ ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ମଧ୍ୟ ରିମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବାଳ ଗୋପାଳଙ୍କ ପୂଜା କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri