ଜନ୍‌ମୁ ଦିବ୍ୟାଙ୍ଗ ତିନ୍‌ ଭାଇ: ଉଚ ଚିକିଛା ଲାଗି ଟଁକା ଅଭାବ

 

କୋକସରା,୧୪।୧(ଡି.ଏନ୍‌.ଏ.)-
ପୁଓ ହେଉ କି ଝି’ ଜନମ୍‌ ହେଲେ ଘରେ ଖୁସିର ଲହର ଖେଲିଯାଏସି। ମା’ବାପ୍‌ର ସପନ୍‌ ବି ତାକର ସଂଗେ ଯୁଡ଼ି ହେଇଯାଏସି। ହେଲେ ବଏସ୍‌ ବଢ଼ବାର ସଂଗେ ଯଦି ଜନାପଡ଼ବା ଯେ ଝି’ପୁଓ ଦିବ୍ୟାଙ୍ଗ ଆନ୍‌। ସେ ସମିଆରେ ମା’ବାପ୍‌ର ମାନ୍‌ସିକ ଥିତି କାଣା ହେଉଥିବା ଝନେ ଇଥ୍‌ରୁ ଠହରେଇ ପାରବା। ଏନ୍‌ତା ଗୁଟେ ଦୁଖଦ୍‌ ଘଟନା ଦେଖ୍‌ବାକେ ମିଲିଛେ କଳାହାଣ୍ଡି ଜିଲା କୋକସରା ବ୍ଲକ ପୋଡ଼ାଗୁଡ଼ା ପଁଚେତ୍‌ ଅଧୀନ ସାନପୋଡ଼ାଗୁଡ଼ା ଗଁାରେ।
ସୂଚନା ଅନ୍‌ସାରେ ସାନପୋଡ଼ାଗୁଡ଼ା ଗଁାର ପରମେଶ୍ୱର ଝାଙ୍କରକଁର ୩ ପୁଓ ବରୁଣ (୧୧), ହିରଣ୍ୟ (୮), ଜିତୁ (୩) ଜନ୍‌ମୁ କୁଁଦା ଆନ୍‌। ବରୁଣ ସାନପୋଡ଼ାଗୁଡ଼ା ପ୍ରାଥମିକ ସ୍କୁଲରେ ୪ର୍ଥ ଶ୍ରେଣୀରେ ପଢ଼ୁଛନ୍‌। ସେ ଶୁନି ପାରୁଥିଲାବେଲେ ଲେଖାପଢ଼ାରେ ତାକର ରୁଚି ଥିବାର ଶିକ୍ଷକମାନେ କହିଛନ୍‌। ସେନ୍‌ତା ହିରଣ୍ୟ ଆର ଜିତୁ ସ୍କୁଲର ମାଏଟ୍‌ ନୁହେମାଡ଼ନ। ଇଆଡ଼େ ଗରିବ୍‌ ବାପ୍‌ କୁଲିମଜୁରି କରି କୁଟୁମ୍‌ ପୁଷୁଛନ୍‌। ଘରେ ସବୁବେଲେ ଅଭାବ ଅନାଟନ ଲାଗି ରହିଛେ। ଏନ୍‌ତାଥି ସେ ପୁଓମାନକର ଚିକିଛା ବି କରେଇ ନାଇଁପାରବାର। ଭିନ୍ନକ୍ଷମ ପରମାନପତର ଅଭାବୁ ୩ ଭାଇ ଭତା ପାଏବାରୁ ବଁଚିତ୍‌ ଥିବାର ଜନାଯାଇଛେ। ପରମେଶ୍ୱର ଦିବ୍ୟାଙ୍ଗ ପୁଓମାନକର ଭତାର ଲାଗି ପଁଚେତ୍‌ରେ ଅନେକ ଥର ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ କୋକସରା ବ୍ଲକ ସାମାଜିକ ସୁରକ୍ଷା ଅଧ୍‌କାରୀ ଦୀପକ କୁମାର ବେହେରାକୁଁ ପଚ୍‌ରାଲାରୁ ମୋର ପାସେ ଇ ବାବ୍‌ଦେ ସୂଚନା ନାଇଁଥାଇ। ମୁଇଁ ନିଜେ ତାକର ଦରକାରୀ କାଗଜପତର ମଗେଇ ଭିନ୍ନକ୍ଷମ ପରମାନପତର ଲାଗି ଅନ୍‌ଲାଇନ୍‌ ଆବେଦନ କରମି ଆର ଭତା ଯୋଜନାରେ ସାମିଲ କରମି ବଲି ସେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri