ଜନ ଶୁଣାଣିରେ ୧୯୧ ଅଭିଯୋଗ

ପରଜଙ୍ଗ,୧୪।୧୦(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ୍‌ ୧୯୧ ଅଭିଯୋଗ ଗ୍ରହଣ ହୋଇଥିଲା। ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ନିଜେ କିଛି ଅଭିଯୋଗର ସମାଧାନ କରିଥିବାବେଳେ ଅନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିନୟ କୁମାର କାମିଲା, ଉପ ଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, ଜିଲା ଜରୁରିକାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର, ସିଡିଏମଓ ନିରଞ୍ଜନ ମିଶ୍ର, ସମାଜ ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର, ଜିଲା ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡା, ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ ସାହୁ, ବ୍ଲକ ଶିକ୍ଷା ଅଧିକାରୀ ହରିହର ଦେହୁରୀ, ବିଡିଓ ବସନ୍ତ ମଲ୍ଲିକ, ତହସିଲଦାର ଜୟନ୍ତ କୁମାର ଜୟସିଂହ, ଅତିରିକ୍ତ ତହସିଲଦାର ରାମକୃଷ୍ଣ ମହାନ୍ତି, ଏବିଡିଓ ଅଶୋକ ମିଶ୍ର, ଥାନା ଅଧିକାରୀ ବିଜୟ କୁମାର ହାଇବ୍ରୁଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ।
(ଫଟୋ- ଶିବିରରେ ଜିଲାପାଳଙ୍କ ସମେତ ଅନ୍ୟ ଅଧିକାରୀମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri