ଜବାହରଚୌକ ପ୍ରତିଷ୍ଠାନ ପାଳିବ ପ୍ଲାଟିନମ୍‌ ଜୁବିଲି: ଛାମୁଣ୍ଡିଆରୁ କଂକ୍ରିଟ୍‌ ମଣ୍ଡପ

ଢେଙ୍କାନାଳ ଅଫିସ, ୧୬।୧୦-ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ୨ନଂ. ମେଢ଼ ଜବାହରଚୌକ ପୂଜା ପ୍ରତିଷ୍ଠାନ ୭୫ବର୍ଷ ପୂର୍ତ୍ତି ଅବସରରେ ଚଳିତବର୍ଷ ପ୍ଲାଟିନମ୍‌ ଜୁବିଲି ଉତ୍ସବ ପାଳନ କରୁଛି। ଏହାକୁ ଦେଇ କମିଟି କର୍ମକର୍ତ୍ତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ଉଦ୍ଦୀପନା ଦେଖାଦେଇଛି।
୧୯୪୪ରେ ହାତଗଣତି ଲୋକଙ୍କୁ ନେଇ ଜବାହାରଚୌକରେ ଆରମ୍ଭ ହୋଇଥିଲା ମା’ ଲକ୍ଷ୍ମୀଙ୍କ ଆବାହନ। ସେହିଦିନଠାରୁ ନିରବଚ୍ଛିନ୍ନ ଭାବେ ପୂଜା ଆୟୋଜିତ ହୋଇଆସୁଛି। ପ୍ରଥମେ ଡାଳ ଛାମୁଣ୍ଡିଆ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ପ୍ରତିମାକୁ ପୂଜା କରାଯାଉଥିଲା। ଏହା ପରେ ସ୍ଥାନ ପରେ ସ୍ଥାନ ବଦଳାଇ ପୂଜା ଉତ୍ସବ ଆଗେଇ ଚାଲିଲା।

(ରତନ ନାୟାର)


Enter your email to get our daily news in your inbox.

All Right Reserved By Dharitri.Com

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

ଭଞ୍ଜନଗର ଯାତ୍ରାରେ ଜମୁଛି ଭିଡ: ସରକାରଙ୍କ ଦ୍ୱାରା ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଭିଡ ଜମୁଛି। ମଙ୍ଗଳବାର ଯାତ୍ରା ୧୦ ଦିନରେ ପହଞ୍ଚିଛି। ସହର ଅପେକ୍ଷା ଗ୍ରାମାଞ୍ଚଳ ଲୋକ…

ଦାଦନ ଖଟିବାକୁ କେରଳ ଯାଇଥିଲେ ଅଭିମନ୍ୟୁ, ପାଲଟିଲେ ଶବ

ଚିକିଟି,୫।୫(ପ୍ରକାଶ ଚନ୍ଦ୍ର ସାହୁ): କେରଳସ୍ଥିତ ଥିରୁଭାନନ୍ତପୁରମ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଛି l ସେ ହେଲେ ଗଞ୍ଜାମ…

ବୈତରଣୀ ନଦୀ କୂଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ସୋମବାରଠୁ ଥିଲେ ନିଖୋଜ

ପାଟଣା,୫ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କେନ୍ଦୁଯୋଡା ଗ୍ରାମ ନିକଟସ୍ଥ ବୈତରଣୀ ନଦୀ କୂଳରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

ବିଷାକ୍ତ ଖାଦ୍ୟ ଖାଇ ୨୧ ଛେଳି ମୃତ: ସରକାରଙ୍କୁ କ୍ଷତିପୂରଣ ଦାବି କଲେ ଗୋପୀନାଥ

ମୋହନା,୫।୫( ମନ୍ମଥ ମିଶ୍ର ): ବିଷାକ୍ତ ଖାଦ୍ୟ ଖାଇ ୨୧ ଛେଳି ମୃତ, ୫ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା…

ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ, ପ୍ରଧାନମନ୍ତ୍ରୀ ଆବାସ ପାଇଁ ୬ ହଜାର ଲାଞ୍ଚ ନେବା ବେଳେ…

ଭବାନୀପାଟଣା,୫।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ । ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇ ଦେବା…

ପଶ୍ଚିମବଙ୍ଗରେ ଭାଜପାର ବିଜୟ: କଲ୍ୟାଣସିଂହପୁରରେ ବିଜୟ ଉତ୍ସବ

କଲ୍ୟାଣସିଂହପୁର,୪।୫(ଦୀପକ କୁମାର ପରିଡା): ଭାଜପା ଜିଲା ସଭାପତି ଗୋପୀ ଆନନ୍ଦଙ୍କ ଆଦେଶ କ୍ରମେ ଜିଲା ସମ୍ପାଦକ ସନ୍ଦୀପ ଗୁଡୁଲାଙ୍କ ନେତୃତ୍ୱ ରେ ରାୟଗଡା ଜିଲା କଲ୍ୟାଣସିଂହପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri