ଜମିପଟ୍ଟା ପାଇଁ ଶତାଧିକ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ,୨।୧୨- ସ୍ଥାୟୀ ଜମିପଟ୍ଟା, ବିଦ୍ୟୁତ୍‌ ସଂଯୋଗ ଓ ଗମନାଗମନ ପରି ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ସୋମବାର ଶତାଧିକ ଭୂମିହୀନ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏ ନେଇ ସେମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଭାରପ୍ରାପ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସେମାନେ ସ୍ମାରକପତ୍ରରେ ଦର୍ଶାଇଛନ୍ତି, ଭଦ୍ରକ ପୌରପାଳିକା ଅଧୀନ ୧୦ ନମ୍ବର ୱାର୍ଡ ଜଗନ୍ନାଥପୁର ଗ୍ରାମର ସାଳନ୍ଦୀ ନଦୀବନ୍ଧ କୂଳରେ ୪୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ୩ ପୁରୁଷ ଧରି ରହିଆସୁଛନ୍ତି। ଦୀର୍ଘବର୍ଷ ଧରି ଏ ସମସ୍ତ ପରିବାର ଲୋକ ଏହି ସ୍ଥାନରେ ବସବାସ କରୁଥିଲେ ମଧ୍ୟ ସେମାନଙ୍କୁ ଜମିପଟ୍ଟା ପ୍ରଦାନ କରାଯାଇ ନାହିଁ। ଫଳରେ ସେମାନଙ୍କ ପିଲାମାନେ ସରକାରଙ୍କ ଷ୍ଟାଇପେଣ୍ଡ ଯୋଜନା ଓ ଅନ୍ୟାନ୍ୟ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଅପରପକ୍ଷେ ସେମାନଙ୍କୁ ମାଗଣା ବିଦ୍ୟୁତ୍‌ ସେବା ଓ ଅନ୍ୟ ଯୋଜନାରେ ସାମିଲ କରାଯାଇ ନାହିଁ। ସହରାଞ୍ଚଳରେ ଥିବା ଭୂମିହୀନମାନଙ୍କୁ ତୁରନ୍ତ ପଟ୍ଟା ଯୋଗାଇ ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?