ଜମିବାଡ଼ିକୁ କେନ୍ଦ୍ର କରି ସଂଘର୍ଷ: ୩ ଗୁରୁତର, ୨ଗିରଫ

ବିଞ୍ଝାରପୁର, ୮।୪(ଡି.ଏନ.ଏ.): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ କାହ୍ନୁପୁର ଗ୍ରାମରେ ମଙ୍ଗଳବାର ଜମିବାଡିକୁ କେନ୍ଦ୍ରକରି ସଂଘର୍ଷ ଘଟିଥିଲା। ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଥିବାବେଳେ ସେମାନଙ୍କୁ ପ୍ରଥମେ ଯାଜପୁର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି। ଆହତମାନେ ହେଲେ ଜିତେନ୍ଦ୍ର ଦାସ, ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଦାସ ଓ ପୁଅ ସଞ୍ଜୀବ। ଏହି ଘଟଣାରେ ଅନ୍ୟଗୋଟିଏ ପରିବାରର ଭାସ୍କର ଦାସ ଓ ପତ୍ନୀ ଜୋତ୍ସ୍ନା ଦାସଙ୍କୁ ପୋଲିସ ବୁଧବାର କୋର୍ଟଚାଲଣ କରିଛି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତ ଯଥା ଭାସ୍କରଙ୍କ ଦୁଇ ପୁଅ ଚିତ୍ତରଞ୍ଜନ ଓ ସତ୍ୟରଞ୍ଜନଙ୍କୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିିଛି। ବିଞ୍ଝାରପୁର ପୋଲିସ ଏନେଇ ଏକ ମାମଲା (ନଂ.୧୦୧/୨୦) ରୁଜୁ କରିବା ସହିତ ଗିରଫ ଅଭିଯୁକ୍ତ ଦ୍ୱୟଙ୍କୁ ବୁଧବାର କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri